୧ ତୀମଥି 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ମୌନ ରହୁ। Faic an caibideilଓଡିଆ ବାଇବେଲ12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନିରବରେ ରହୁ । Faic an caibideilପବିତ୍ର ବାଇବଲ (CL) NT (BSI)12 ଉପଦେଶ ଦେବା କିମ୍ବା ପୁରୁଷ ଉପରେ କର୍ତ୍ତୃତ୍ୱ କରିବା ଅଧିକାର ମୁଁ ନାରୀମାନଙ୍କୁ ଦିଏ ନାହିଁ। ସେମାନେ ନୀରବ ରହନ୍ତୁ। Faic an caibideilପବିତ୍ର ବାଇବଲ12 ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦେବା ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କର୍ତ୍ତୃତ୍ୱ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀଲୋକ ନୀରବ ହୋଇ ରହିବା ଦରକାର। Faic an caibideil |