୧ ତୀମଥି 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବପ୍ରଥମେ ଅନୁରୋଧ କରୁଅଛି। Faic an caibideilଓଡିଆ ବାଇବେଲ2 ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି । Faic an caibideilପବିତ୍ର ବାଇବଲ (CL) NT (BSI)2 ଅନ୍ୟାନ୍ୟ ଶାସକବର୍ଗ ତଥା ସର୍ବସାଧାରଣଙ୍କ ନିମନ୍ତେ ଈଶ୍ୱରଙ୍କୁ ପ୍ରାର୍ଥନା, ନିବେଦନ ଓ ଧନ୍ୟବାଦ ଜଣାଇବ - ଆମ୍ଭେମାନେ ଯେପରି ଈଶ୍ୱର ଭକ୍ତିରେ ଅବିଚଳିତ ରହିବୁ ଓ ଅନ୍ୟମାନଙ୍କ ପ୍ରତି ସଦାଚରଣ କରି ସୁଖ ଶାନ୍ତିରେ ଜୀବନ ଯାପନ କରିପାରିବୁ। Faic an caibideilପବିତ୍ର ବାଇବଲ2 ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା। Faic an caibideil |
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।