୧ ତୀମଥି 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ। Faic an caibideilଓଡିଆ ବାଇବେଲ8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ । Faic an caibideilପବିତ୍ର ବାଇବଲ (CL) NT (BSI)8 ଉପାସନାରେ ଈଶ୍ୱର ପରାୟଣ ବ୍ୟକ୍ତିମାନେ ହସ୍ତ ଉତ୍ତୋଳନ କରି ପ୍ରାର୍ଥନା କରିବା ବେଳେ ମନରୁ ସବୁ ପ୍ରକାର କ୍ରୋଧ ଓ ବିଦ୍ୱେଷ ଭାବ ବର୍ଜ୍ଜନ କରନ୍ତୁ। Faic an caibideilପବିତ୍ର ବାଇବଲ8 ମୁଁ ଗ୍ଭହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉଠେଇବେ, ସେମାନେ ପବିତ୍ର ହୋଇଥିବା ଆବଶ୍ୟକ। ସେମାନେ ରାଗି ଯିବା ଉଚିତ୍ ନୁହେଁ ଓ ଯୁକ୍ତିତର୍କରେ ପ୍ରବୃତ୍ତ ହେବା ଉଚିତ୍ ନୁହେଁ। Faic an caibideil |