୧ ତୀମଥି 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେବକମାନେ ଏକ ଏକ ସ୍ତ୍ରୀର ସ୍ଵାମୀ ହେଉନ୍ତୁ, ପୁଣି ଆପଣା ଆପଣା ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ। Faic an caibideilଓଡିଆ ବାଇବେଲ12 ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ । Faic an caibideilପବିତ୍ର ବାଇବଲ12 ଯେଉଁମାନେ ବିଶେଷ ସେବକ ହେବେ, ସେମାନଙ୍କର କେବଳ ଗୋଟିଏ ପତ୍ନୀ ଥିବ। ସେମାନେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନେତୃତ୍ୱ ଦେଇପାରୁଥିବେ। Faic an caibideil |