Biblia Todo Logo
Bìoball air-loidhne

- Sanasan -




୧ ତୀମଥି 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ନିଜ ପରିବାରକୁ ସେ ଠିକ୍ ଭାବରେ ଚଳାଇ ପାରୁଥିବେ ଏବଂ ତାଙ୍କୁ ସମ୍ମାନ ଦେଇ ତାଙ୍କର ବାଧ୍ୟ ହେବା ପାଇଁ ତାଙ୍କ ସନ୍ତାନମାନେ ଶିକ୍ଷା କରିଥିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ସେ ଧନ ଲୋଭୀ ହୋଇ ନ ଥିବେ, ସେ ନିଜ ପରିବାରକୁ ଉପଯୁକ୍ତ ଭାବରେ ନେତୃତ୍ୱ ଦେଇପାରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ୟ ହେଉଥିବେ।

Faic an caibideil Dèan lethbhreac




୧ ତୀମଥି 3:4
10 Iomraidhean Croise  

ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”


ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ବରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।


ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।


ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।


ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।


ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,


ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”


Lean sinn:

Sanasan


Sanasan