୧ ତୀମଥି 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଉତ୍ତର କାଳରେ କେହି କେହି ଭ୍ରଷ୍ଟବିବେକ, ମିଥ୍ୟାବାଦୀ ଲୋକମାନଙ୍କ। କପଟପଣରେ Faic an caibideilଓଡିଆ ବାଇବେଲ1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ Faic an caibideilପବିତ୍ର ବାଇବଲ (CL) NT (BSI)1 ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କହୁଛନ୍ତି ଯେ, ପ୍ରତାରକ ପାପାତ୍ମାମାନଙ୍କ କୁଶିକ୍ଷାରେ ପଡ଼ି ଦିନେ ଆମ ମଣ୍ଡଳୀର କେହି କେହି ଖ୍ରୀଷ୍ଟବିଶ୍ୱାସରୁ ବିଚ୍ୟୁତ ହେବେ। Faic an caibideilପବିତ୍ର ବାଇବଲ1 ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳରେ କେତେ ଲୋକ ସତ୍ୟ ବିଶ୍ୱାସକୁ ପରିତ୍ୟାଗ କରିବେ। ସେମାନେ ସେମାନଙ୍କୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ। Faic an caibideil |