୧ ତୀମଥି 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ। Faic an caibideilପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ। Faic an caibideilଓଡିଆ ବାଇବେଲ15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ । Faic an caibideilପବିତ୍ର ବାଇବଲ (CL) NT (BSI)15 ମୁଁ ଉଲ୍ଲେଖ କରିଥିବା ସମସ୍ତ କର୍ତ୍ତବ୍ୟ ଆନ୍ତରିକତା ସହିତ ପାଳନ କରିବାକୁ ଅଭ୍ୟାସ କର - ଫଳରେ ତୁମ କାର୍ଯ୍ୟକଳାପର ଯଥାର୍ଥତା ପ୍ରତି ସତର୍କ ରୁହ। Faic an caibideilପବିତ୍ର ବାଇବଲ15 ସେଗୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ କାମରେ ଉନ୍ନତି ହେଉଛି ଓ ଗ୍ଭଲିଛି। Faic an caibideil |