୧ ତୀମଥି 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ। Faic an caibideilଓଡିଆ ବାଇବେଲ16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ । Faic an caibideilପବିତ୍ର ବାଇବଲ (CL) NT (BSI)16 ତାହାହେଲେ, ତୁମେ ନିଜେ ପରିତ୍ରାଣ ପାଇବ ଓ ଅନ୍ୟମାନଙ୍କ ପରିତ୍ରାଣ ପ୍ରାପ୍ତିର ସହାୟକ ହେବ। Faic an caibideilପବିତ୍ର ବାଇବଲ16 ତୁମ୍ଭ ନିଜ ଜୀବନ ସମ୍ବନ୍ଧରେ ଓ ତୁମ୍ଭ ବିଷୟରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା'ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରି ପାରିବ। Faic an caibideil |