୧ ତୀମଥି 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ; Faic an caibideilପବିତ୍ର ବାଇବଲ (Re-edited) - (BSI)2 ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ; Faic an caibideilଓଡିଆ ବାଇବେଲ2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ; Faic an caibideilପବିତ୍ର ବାଇବଲ (CL) NT (BSI)2 କେତେକ ଶଠ ମିଥ୍ୟାବାଦୀ ଏ ଭଳି ଶିକ୍ଷା ଦେବାରେ ଲାଗିଛନ୍ତି - ସେମାନଙ୍କ ବିବେକ ପୋଡ଼ି ଭସ୍ମ ହୋଇଯାଇଛି। Faic an caibideilପବିତ୍ର ବାଇବଲ2 ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ। Faic an caibideil |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।