୧ ତୀମଥି 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ; Faic an caibideilପବିତ୍ର ବାଇବଲ (Re-edited) - (BSI)6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି ତୁମ୍ଭେ ଯେଉଁ ବିଶ୍ଵାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ତତ୍ସମ୍ଵନ୍ଧୀୟ ବାକ୍ୟ ଦ୍ଵାରା ପରିପୁଷ୍ଟ ହେବ; Faic an caibideilଓଡିଆ ବାଇବେଲ6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ; Faic an caibideilପବିତ୍ର ବାଇବଲ (CL) NT (BSI)6 ସତ୍ୟ ଉପରେ ପ୍ରତିଷ୍ଠିତ ଆମ ଧର୍ମବିଶ୍ୱାସ ଓ ତତ୍ତ୍ୱରେ ଅନୁପ୍ରାଣିତ ହୋଇ ତୁମେ ଯଦି ମଣ୍ଡଳୀର ଭାଇମାନଙ୍କୁ ଏହି ସବୁ ଶିକ୍ଷା ଦାନ କର, ତୁମେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସୁଦକ୍ଷ ସେବକ ହେବ। Faic an caibideilପବିତ୍ର ବାଇବଲ6 ସେଠାରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ୱାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସେବକ ବୋଲି ପ୍ରମାଣିତ ହେବ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ୱାସର ଶିକ୍ଷାଗୁଡ଼ିକ ଦ୍ୱାରା ଶକ୍ତିଶାଳୀ ହୋଇଛ। Faic an caibideil |