୧ ତୀମଥି 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)20 ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି। Faic an caibideilଓଡିଆ ବାଇବେଲ20 ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)20 କିନ୍ତୁ ଯେଉଁମାନେ ପ୍ରକୃତରେ ପାପ କାର୍ଯ୍ୟରେ ଲିପ୍ତ, ଅନ୍ୟମାନଙ୍କୁ ସତର୍କ କରିବା ପାଇଁ, ସେମାନଙ୍କୁ ପ୍ରକାଶ୍ୟରେ ଭର୍ତ୍ସନା କର। Faic an caibideilପବିତ୍ର ବାଇବଲ20 ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସେମାନଙ୍କର ଭୁଲ୍ ଦେଖାଇଦିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖରେ ଏହା କର। ସେହିପରି କଲେ, ଅନ୍ୟମାନେ ସତର୍କ ହେବେ। Faic an caibideil |