୧ ତୀମଥି 5:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର। Faic an caibideilପବିତ୍ର ବାଇବଲ (Re-edited) - (BSI)23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ଉଦର ରୋଗ ଓ ବାରମ୍ଵାର ଅସ୍ଵାସ୍ଥ୍ୟ ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର। Faic an caibideilଓଡିଆ ବାଇବେଲ23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର । Faic an caibideilପବିତ୍ର ବାଇବଲ (CL) NT (BSI)23 କେବଳ ଜଳପାନ ନ କରି, ତୁମର ଜୀର୍ଣ୍ଣଶକ୍ତି ବୃଦ୍ଧି କରିବାକୁ ଅଳ୍ପ ମାତ୍ରାରେ ଦ୍ରାକ୍ଷାରସ ପାନ କର, କାରଣ ତୁମେ ବାରମ୍ବାର ଅସୁସ୍ଥ ହୋଇ ପଡୁଛ। Faic an caibideilପବିତ୍ର ବାଇବଲ23 ତୀମଥି, ତୁମ୍ଭେ କେବଳ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ୟ ପିଅ। ଏହା ତୁମ୍ଭ ପେଟ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବେମାର ପଡ଼ିବ ନାହିଁ। Faic an caibideil |