୧ ତୀମଥି 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, Faic an caibideilପବିତ୍ର ବାଇବଲ (Re-edited) - (BSI)4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି ବାଦାନୁବାଦ ଓ ବାଗ୍ଯୁଦ୍ଧରେ ମତ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, କୁତ୍ସିତ ସନ୍ଦେହ, Faic an caibideilଓଡିଆ ବାଇବେଲ4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, Faic an caibideilପବିତ୍ର ବାଇବଲ (CL) NT (BSI)4 ସେମାନେ କେବଳ ଗର୍ବରେ ସ୍ଫୀତ ମୂଢ଼ମତି ଛଡ଼ା ଆଉ କିଛି ନୁହଁନ୍ତି। ସେମାନେ ଶାସ୍ତ୍ରର ଶବ୍ଦାର୍ଥ ନେଇ କଳହ କରନ୍ତି; ଏଥିରୁ କେବଳ ଈର୍ଷା, ସନ୍ଦେହ, କୁତ୍ସାରଟନା ଓ ବିବାଦର ସୂତ୍ରପାତ ହୁଏ। Faic an caibideilପବିତ୍ର ବାଇବଲ4 ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସେହି ଲୋକ ଶବ୍ଦର ଅର୍ଥକୁ ନେଇ ଯୁକ୍ତିତର୍କ କରିବା ପାଇଁ ଅତ୍ୟଧିକ ଆଗ୍ରହୀ ହୋଇଥାଏ ଓ ସେ ବାଗ୍ଯୁଦ୍ଧ କରେ। ଏଗୁଡ଼ିକ ଦ୍ୱାରା କଳି, ଈର୍ଷା, ଅପମାନ ଓ ସନ୍ଦେହ ଆସିଥାଏ। Faic an caibideil |