୧ ତୀମଥି 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି ଅନେକ ପ୍ରକାର ଅସଙ୍ଗତ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ଵଂସ ଓ ବିନାଶରୂପ ସାଗରରେ ମଗ୍ନ କରେ। Faic an caibideilଓଡିଆ ବାଇବେଲ9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ । Faic an caibideilପବିତ୍ର ବାଇବଲ (CL) NT (BSI)9 ଧନସମ୍ପତ୍ତିର ଲୋଭ ମନୁଷ୍ୟକୁ ଅନେକ ପରୀକ୍ଷା ଓ କୁଚକ୍ରାନ୍ତ ଭିତରକୁ ଟାଣିନିଏ; ତା’ ମନରେ ବହୁ ତୁଚ୍ଛ ଅନିଷ୍ଟକର ଲାଳସା ଜାଗ୍ରତ କରି ତାକୁ ଧ୍ୱଂସ ଓ ସର୍ବନାଶ ଆଡ଼କୁ କଢ଼ାଇ ନିଏ। Faic an caibideilପବିତ୍ର ବାଇବଲ9 ଯେଉଁମାନେ ଧନୀ ହେବାକୁ ଗ୍ଭହୁଁଛନ୍ତି, ସେମାନେ ପ୍ରଲୋଭନ ଫାନ୍ଦରେ ପଡ଼ି ଯାଆନ୍ତି। ଅନେକ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟ ଗୁଡ଼ିକ ପାଇଁ ସେମାନେ ଇଚ୍ଛା ପୋଷଣ କରନ୍ତି। ସେଗୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ। Faic an caibideil |