୨ କରିନ୍ଥୀୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; Faic an caibideilଓଡିଆ ବାଇବେଲ8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; Faic an caibideilପବିତ୍ର ବାଇବଲ (CL) NT (BSI)8 ଆମେ ସବୁ ପ୍ରକାର କ୍ଳେଶ ଭୋଗ କରିଛୁ, କିନ୍ତୁ ଭାଙ୍ଗିପଡ଼ି ନାହୁଁ। ସମୟେ ସମୟେ ବିଚଳିତ ହୋଇ ପଡ଼ିଛୁ କିନ୍ତୁ ହତାଶ ହୋଇ ନାହୁଁ। Faic an caibideilପବିତ୍ର ବାଇବଲ8 ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ୟା ଆମକୁ ଗ୍ଭପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନେକ ସମୟରେ କ’ଣ କରିବାକୁ ହେବ ତାହା ଆମ୍ଭେ ଜାଣି ପାରୁ ନାହୁଁ। Faic an caibideil |
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”