୨ କରିନ୍ଥୀୟ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ, Faic an caibideilପବିତ୍ର ବାଇବଲ (Re-edited) - (BSI)3 ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ଵନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ, Faic an caibideilଓଡିଆ ବାଇବେଲ3 ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ, Faic an caibideilପବିତ୍ର ବାଇବଲ (CL) NT (BSI)3 ବର୍ତ୍ତମାନ ମୁଁ ଏହି ଭାଇମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛି। ଦେଖ, ଏହି ସମୟରେ ଯେପରି ତୁମ୍ଭମାନଙ୍କ ସମ୍ପର୍କରେ ଆମର ଦର୍ପ ବୃଥା ନ ହୁଏ। ମୋ’ କହିବା ଅନପୁସାରେ ତୁମ୍ଭମାନଙ୍କ ଦାନ ସହ ପ୍ରସ୍ତୁତ ହୋଇ ରୁହ। Faic an caibideilପବିତ୍ର ବାଇବଲ3 କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ୟ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟରେ ଆମ୍ଭର ଯେଉଁ ଗର୍ବ ତାହା ବ୍ୟର୍ଥ ନ ହେଉ। Faic an caibideil |