୨ ଯୋହନ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; Faic an caibideilପବିତ୍ର ବାଇବଲ (Re-edited) - (BSI)10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ଵର୍ଦ୍ଧନା ଜଣାଅ ନାହିଁ; Faic an caibideilଓଡିଆ ବାଇବେଲ10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; Faic an caibideilପବିତ୍ର ବାଇବଲ (CL) NT (BSI)10 କେହି ଯଦି ଏହି ଶିକ୍ଷଶ ନେଇ ତୁମ ନିକଟକୁ ଆସି ନ ଥାଏ, ତାକୁ ତୁମ ଘରକୁ ସ୍ୱାଗତ କର ନାହିଁ- “ତୁମ୍ଭର ଶାନ୍ତି ହେଉ” ବୋଲି କହି ତାକୁ ନମସ୍କାର ଜଣାଅ ନାହିଁ। Faic an caibideilପବିତ୍ର ବାଇବଲ10 ଯଦି ତୁମ୍ଭ ପାଖକୁ କେହି ଆସେ କିନ୍ତୁ ଏହି ଶିକ୍ଷା ନ ଦିଏ, ତେବେ ତାହାକୁ ଗୃହରେ ସ୍ୱାଗତ ଓ ଗ୍ରହଣ କର ନାହିଁ। Faic an caibideil |