୨ ପିତର 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଈଶ୍ବର ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ଵାରା ତାହାଙ୍କ ଐଶ୍ଵରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି। Faic an caibideilଓଡିଆ ବାଇବେଲ3 ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ୱରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି । Faic an caibideilପବିତ୍ର ବାଇବଲ (CL) NT (BSI)3 ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ। Faic an caibideilପବିତ୍ର ବାଇବଲ3 ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ୱରଙ୍କୁ ସେବା କରିବା ପାଇଁ ଯାହାକିଛି ଦରକାର ସେ ସବୁ ଆପଣା ଶକ୍ତିରେ ଆମ୍ଭକୁ ଦେଇଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତାରେ ଆମ୍ଭମାନଙ୍କୁ ଡାକିଛନ୍ତି। Faic an caibideil |