୨ ପିତର 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ। Faic an caibideilଓଡିଆ ବାଇବେଲ11 ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ । Faic an caibideilପବିତ୍ର ବାଇବଲ (CL) NT (BSI)11 ସେମାନଙ୍କ ଅନେକ୍ଷା ଅଧିକ ବଳୀୟାନ ଓ ପରାକ୍ରମୀ ଦୂତମାନେ ସୁଦ୍ଧା ଈଶ୍ୱରଙ୍କ ଛାମୁରେ ଉକ୍ତ ଗୌରବମୟ ପ୍ରାଣୀମାନଙ୍କର ନିନ୍ଦା କରି ସେମାନଙ୍କୁ ଦେଷୀ କରନ୍ତି ନାହିଁ। Faic an caibideilପବିତ୍ର ବାଇବଲ11 ଏହି ଭଣ୍ଡ ଶିକ୍ଷକମାନଙ୍କ ତୁଳନାରେ ସ୍ୱର୍ଗଦୂତମାନେ ଅତ୍ୟଧିକ ଶକ୍ତିଶାଳୀ ଓ ବଳବାନ। କିନ୍ତୁ ସେମାନେ କେବେ ହେଲେ ଏହି ଭଣ୍ଡ ଶିକ୍ଷକମାନଙ୍କୁ ଦୋଷୀ ସାବ୍ୟସ୍ତ କରନ୍ତି ନାହିଁ ବା ସେମାନଙ୍କ ବିରୁଦ୍ଧରେ ମନ୍ଦ କଥା ପ୍ରଭୁଙ୍କୁ କହନ୍ତି ନାହିଁ। Faic an caibideil |