୨ ପିତର 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)17 ସେମାନେ ନିର୍ଜ୍ଜଳ ନିର୍ଝର ଓ ପ୍ରଚଣ୍ତ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି। Faic an caibideilଓଡିଆ ବାଇବେଲ17 ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି। Faic an caibideilପବିତ୍ର ବାଇବଲ (CL) NT (BSI)17 ଏହି ଶଠ ଶିକ୍ଷକମାନେ ଶୁଷ୍କ ଝରଣା ପରି ଓ ବତାସରେ ଚାଳିତ ମେଘ ସଦୃଶ। ଈଶ୍ୱର ଏମାନଙ୍କ ପାଇଁ ଘୋର ଅନ୍ଧାକାରମୟ ଗହ୍ନରରେ ସ୍ଥାନ ନିରୂପଣ କରିଅଛନ୍ତି। Faic an caibideilପବିତ୍ର ବାଇବଲ17 ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସେମାନେ ପ୍ରଚଣ୍ଡ ଝଡ଼ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ସ୍ଥାନ ରଖା ଯାଇଅଛି। Faic an caibideil |