୨ ପିତର 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା। Faic an caibideilପବିତ୍ର ବାଇବଲ (Re-edited) - (BSI)21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା। Faic an caibideilଓଡିଆ ବାଇବେଲ21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା । Faic an caibideilପବିତ୍ର ବାଇବଲ (CL) NT (BSI)21 ଧର୍ମପଥ ଜ୍ଞାତ ହୋଇ ସେଥିରେ ପ୍ରଦତ୍ତ ପବିତ୍ର ପବିତ୍ର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା, ବରଂ ତା’କେବେ ନ ଜାଣିବା ଅଧିକ ଭଲ ହୋଇଥାଆନ୍ତା। Faic an caibideilପବିତ୍ର ବାଇବଲ21 ଯଦି ସେମାନେ ମୂଳରୁ ଠିକ୍ ରାସ୍ତା ଜାଣି ନ ଥା’ନ୍ତେ, ସେମାନଙ୍କ ପକ୍ଷେ ଭଲ ହୋଇଥା’ନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହୋଇଥା’ନ୍ତା। Faic an caibideil |