୨ ପିତର 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଈଶ୍ବର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି Faic an caibideilପବିତ୍ର ବାଇବଲ (Re-edited) - (BSI)4 କାରଣ ଈଶ୍ଵର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନରକରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ଵରରେ ରଖିଅଛନ୍ତି Faic an caibideilଓଡିଆ ବାଇବେଲ4 କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି Faic an caibideilପବିତ୍ର ବାଇବଲ (CL) NT (BSI)4 ଈଶ୍ୱର ପାପାଚାରୀ ଦୂତମାନଙ୍କୁ କ୍ଷମା ନ ଦେଇ ନରକରେ ନିକ୍ଷେପ କରିଥିଲେ। ସେଠାରେ ସେମାନେ ମହାବିଚାରଦିନ ପର୍ଯ୍ୟନ୍ତ ଅ୍ଧାକାରରେ ଶୃଙ୍ଖଳବଦ୍ଧ ହୋଇ ରହିଛନ୍ତି। Faic an caibideilପବିତ୍ର ବାଇବଲ4 ଯେତେବେଳେ ସ୍ୱର୍ଗଦୂତମାନେ ପାପ କଲେ, ପରମେଶ୍ୱର ସେମାନଙ୍କୁ ଦଣ୍ଡ ନ ଦେଇ ଛାଡ଼ିଲେ ନାହିଁ। ପରମେଶ୍ୱର ସେହି ଦୂତମାନଙ୍କୁ ନରକକୁ ପଠାଇଦେଲେ। ସେ ସେମାନଙ୍କୁ ଅନ୍ଧକାରର ଗୁମ୍ଫାମାନଙ୍କରେ ପକାଇ ରଖିଲେ। ବିଗ୍ଭର ଦିନ ପର୍ଯ୍ୟନ୍ତ ସେମାନେ ସେଠାରେ ପଡ଼ିଥିବେ। Faic an caibideil |