୨ ପିତର 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ, Faic an caibideilପବିତ୍ର ବାଇବଲ (Re-edited) - (BSI)6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ଵଂସ ପାଇବା ନିମନ୍ତେ ଦଣ୍ତାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ଵରୂପ କଲେ, Faic an caibideilଓଡିଆ ବାଇବେଲ6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ, Faic an caibideilପବିତ୍ର ବାଇବଲ (CL) NT (BSI)6 ଈଶ୍ୱର ସଦୋମ ଓ ଗମୋରା ନଗରଦ୍ୱୟକୁ ଦଣ୍ଡଧାନ କରି ଅଗ୍ନିରେ ଧ୍ୱଂସ କଲେ ଓ ଅଧାର୍ମିକମାନଙ୍କ ପ୍ରତି କଅଣ ଘଟିବ, ଏହି ଦୁଇ ନଗରୀକୁ ତା’ର ଦୃଷ୍ଟାନ୍ତ ସ୍ୱରୂପ ରଖିଲେ। Faic an caibideilପବିତ୍ର ବାଇବଲ6 ପରମେଶ୍ୱର ଦଣ୍ଡ ସ୍ୱରୂପେ ଦୁଷ୍ଟ ନଗରୀ ସଦୋମ ଓ ଗମୋରାକୁ ପୋଡ଼ି ପାଉଁଶ କରିଦେଇଥିଲେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେମାନଙ୍କ ପ୍ରତି କ’ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ୱରୂପ ଅଟେ। Faic an caibideil |