୨ ପିତର 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)15 ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାର ଦତ୍ତ ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି। Faic an caibideilଓଡିଆ ବାଇବେଲ15 ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)15 ଭାବି ଦେଖ, ପ୍ରଭୁ କେଡ଼େ ସହିଷ୍ଠୁ। ତୁମ୍ଭମାନଙଙ୍କ ପରିତ୍ରାଣ ପାଇଁ ସେ କେତେ ସୁଯୋଗ ଦେଉଛନ୍ତ। ଆମ ପ୍ରିୟ ଭ୍ରାତା ପାଉଲ ଈଶ୍ୱରଙ୍କଠାରୁ ପ୍ରାପ୍ତ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ଏହି ମର୍ମରେ ପତ୍ର ଲେଖିଛନ୍ତି। Faic an caibideilପବିତ୍ର ବାଇବଲ15 ପ୍ରଭୁ ଧୈର୍ଯ୍ୟବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନେରଖ। ପରମେଶ୍ୱରଙ୍କ ପ୍ରଦତ୍ତ ଜ୍ଞାନ ବଳରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସେହି କଥା କହିଥିଲେ। Faic an caibideil |