୨ ପିତର 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ। Faic an caibideilଓଡିଆ ବାଇବେଲ8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ । Faic an caibideilପବିତ୍ର ବାଇବଲ (CL) NT (BSI)8 କିନ୍ତୁ, ପ୍ରିୟ ବନ୍ଧୁଗଣ, ଗୋଟିଏ ବିଷୟ ଭୁଲି ଯାଅ ନାହିଁ। ଈଶ୍ୱରଙ୍କ ଦଅଷ୍ଟିରେ ଏକ ଦିନ ଓ ସହସ୍ର ବର୍ଷ ମଧ୍ୟରେ କିଛି ପାର୍ଥକ୍ୟ ନାହିଁ। ତାଙ୍କ ନିକଟରେ ଏ ଦୁଇଟି ସମାନ। Faic an caibideilପବିତ୍ର ବାଇବଲ8 ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ। Faic an caibideil |