2 ଶାମୁୟେଲ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ; Faic an caibideilପବିତ୍ର ବାଇବଲ (Re-edited) - (BSI)11 ଏଥିରେ ଦାଉଦ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ତଦ୍ରୂପ କଲେ; Faic an caibideilଓଡିଆ ବାଇବେଲ11 ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ; Faic an caibideilପବିତ୍ର ବାଇବଲ11 ତା'ପରେ ଦାଉଦ ଦୁଃଖରେ ନିଜର ବସ୍ତ୍ରକୁ ଚିରି ପକାଇଲେ, ଏବଂ ଦାଉଦଙ୍କ ନିକଟରେ ଥିବା ସମସ୍ତ ଲୋକ ମଧ୍ୟ ଦାଉଦଙ୍କ ପରି କଲେ। Faic an caibideil |