Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଦାଉଦ ତାହାକୁ କହିଲେ, କଥା କଅଣ, ମୋତେ କହିଲ? ତହୁଁ ସେ ଉତ୍ତର କଲା, ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ମାରା ପଡ଼ିଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଦାଉଦ ସେହି ଲୋକଟିକୁ ପଗ୍ଭରିଲେ, “ଏ ଯୁଦ୍ଧରେ କିଏ ଜିତିଲା?” ଲୋକଟି ଉତ୍ତରରେ କହିଲା, “ଆମ୍ଭର ଲୋକମାନେ ଯୁଦ୍ଧ କ୍ଷେତ୍ରରୁ ପଳାୟନ କଲେ, ବହୁତ ଲୋକ ଯୁଦ୍ଧରେ ମୃତ୍ୟୁବରଣ କଲେ, ଏପରିକି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମୃତ୍ୟୁବରଣ କଲେ।”

Faic an caibideil Dèan lethbhreac




2 ଶାମୁୟେଲ 1:4
6 Iomraidhean Croise  

ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”


ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”


ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେ କରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍‍ଠାରେ ବଧ କଲି।


ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”


Lean sinn:

Sanasan


Sanasan