2 ଶାମୁୟେଲ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସେହି ସମ୍ଵାଦଦାୟୀ ଯୁବା ତାଙ୍କୁ କହିଲା, ମୁଁ ଘଟନାକ୍ରମେ ଗିଲ୍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ଆଉ ଦେଖ, ରଥ ଓ ଅଶ୍ଵାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି। Faic an caibideilଓଡିଆ ବାଇବେଲ6 ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି। Faic an caibideilପବିତ୍ର ବାଇବଲ6 ଯୁବକ ଜଣକ କହିଲା, “ମୁଁ ଯେତେବେଳେ ଗିଲ୍ବୋୟ ପର୍ବତ ଉପରେ ଥିଲି, ମୁଁ ଦେଖିଲି, ଶାଉଲ ନିଜର ବର୍ଚ୍ଛା ଉପରେ ଆଉଜିଛନ୍ତି ଏବଂ ପଲେଷ୍ଟୀୟ ରଥସବୁ ଓ ଅଶ୍ୱାରୋହୀମାନେ ତାଙ୍କର ପାଖକୁ ଆସୁଛନ୍ତି।” Faic an caibideil |