Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଏଥି ମଧ୍ୟରେ ସେ ଆପଣା ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ଏଠାରେ ମୁଁ ଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, “ଏଠାରେ ମୁଁ ଅଛି।”

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଶାଉଲ ପଛକୁ ଗ୍ଭହିଁ ମୋତେ ଦେଖିଲେ ଓ ଡାକିଲେ, ମୁଁ ମଧ୍ୟ ଉତ୍ତର ଦେଲି।

Faic an caibideil Dèan lethbhreac




2 ଶାମୁୟେଲ 1:7
7 Iomraidhean Croise  

ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।


ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’


ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”


ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”


ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ।


ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।


ଏଥିରେ ଶାଉଲ କହିଲେ, “ହେ ଅହୀଟୂବ୍‍ର ପୁତ୍ର, ତୁମ୍ଭେ ଶୁଣ।” ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମୁଁ ଏଠାରେ ଅଛି।”


Lean sinn:

Sanasan


Sanasan