2 ଶାମୁୟେଲ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି। Faic an caibideilପବିତ୍ର ବାଇବଲ (Re-edited) - (BSI)11 ପୁଣି ସେ କହିଲା, ଯେବେ ଅରାମୀୟମାନେ ମୋତେ ବଳିବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯେବେ ଅମ୍ମୋନ-ସନ୍ତାନମାନେ ତୁମ୍ଭକୁ ବଳିବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି। Faic an caibideilଓଡିଆ ବାଇବେଲ11 ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି। Faic an caibideilପବିତ୍ର ବାଇବଲ11 ଯୋୟାବ ଅବିଶୟକୁ କହିଲେ, “ଯଦି ଅରାମୀୟମାନେ ମୋ’ ପାଇଁ ଯୁଦ୍ଧରେ ବହୁତ ଶକ୍ତିଶାଳୀ ହୁଅନ୍ତି, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ତୁମ୍ଭ ପାଇଁ ଶକ୍ତିଶାଳୀ ହୁଅନ୍ତି, ତେବେ ମୁଁ ଆସିବି ଏବଂ ତୁମ୍ଭଙ୍କୁ ସାହାଯ୍ୟ କରିବି। Faic an caibideil |