Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେ ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଦାଉଦ ବ‌‌ତ୍‌‌ଶେବାକୁ ଡାକିବା ପାଇଁ ଦୂତ ପଠାଇଲେ ଏବଂ ଯେତେବେଳେ ସେ ଆସିଲେ। ସେହି ସ୍ତ୍ରୀ ସହିତ ଶୟନ କଲେ। ସେ ସମୟରେ ସେହି ସ୍ତ୍ରୀଲୋକଟି ଋତୁସ୍ନାନ କରିଥିଲା। ତେଣୁ ସେ ନିଜର ଗୃହକୁ ଫେରିଗଲା।

Faic an caibideil Dèan lethbhreac




2 ଶାମୁୟେଲ 11:4
13 Iomraidhean Croise  

ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।


ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”


ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ପ୍ରକାଶ୍ୟରେ କରିବା।’”


ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।


ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।


ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।


କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ।


Lean sinn:

Sanasan


Sanasan