Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, ହିତ୍ତୀୟ ଊରୀୟକୁ ମୋʼ କତିକି ପଠାଇଦିଅ। ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ କତିକି ପଠାଇଦେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋ’ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ତା'ପରେ ଦାଉଦ ଯୋୟାବ ନିକଟକୁ ଏକ ବାର୍ତ୍ତା ପଠାଇଲେ, “ଊରିୟ ଓ ହିତ୍ତୀୟକୁ ମୋ’ ପାଖକୁ ପଠାଅ।” ତେଣୁ ଯୋୟାବ ଊରିୟକୁ ଦାଉଦଙ୍କ ନିକଟକୁ ପଠାଇଲେ।

Faic an caibideil Dèan lethbhreac




2 ଶାମୁୟେଲ 11:6
12 Iomraidhean Croise  

ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”


ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି।


ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଚାରିଲେ।


ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।


କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କଅଣ କହୁଅଛ, ମୁଁ ଜାଣେ ନାହିଁ।


ପୁଣି, ସେ ଶପଥ ନେଇ ପୁନର୍ବାର ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।


ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।


ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”


Lean sinn:

Sanasan


Sanasan