2 ଶାମୁୟେଲ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ଭିନ୍ନ ଆଉ କିଛି ନ ଥିଲା, ସେ ତାକୁ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ତର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା। Faic an caibideilଓଡିଆ ବାଇବେଲ3 ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା। Faic an caibideilପବିତ୍ର ବାଇବଲ3 ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ଢା ଛୁଆ ବ୍ୟତୀତ ଆଉ କିଛି ନ ଥିଲା। ସେ ମଧ୍ୟ ତାକୁ କିଣି ପାଳୁଥିଲା। ତା’ ସଙ୍ଗେ ଓ ତା'ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା। ମେଣ୍ଢା ଛୁଆଟି ତା'ର ନିଜ ତୁଣ୍ଡରୁ ଆହାର ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତା'ର କୋଳରେ ମଧ୍ୟ ଶୟନ କଲା। ସେହି ମେଣ୍ଢା ଛୁଆଟି ସେ ଗରିବ ଲୋକଟିର ଝିଅପରି ବଢ଼ିଲା। Faic an caibideil |