2 ଶାମୁୟେଲ 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁର ଯୋଗ୍ୟ; Faic an caibideilପବିତ୍ର ବାଇବଲ (Re-edited) - (BSI)5 ଏଥିରେ ସେହି ଧନୀର ପ୍ରତିକୂଳରେ ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁଯୋଗ୍ୟ; Faic an caibideilଓଡିଆ ବାଇବେଲ5 ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁୁର ଯୋଗ୍ୟ; Faic an caibideilପବିତ୍ର ବାଇବଲ5 ଏ କଥା ଶୁଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପୁଣି ଦାଉଦ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ। Faic an caibideil |