2 ଶାମୁୟେଲ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି ଅମ୍ନୋନ ଆପଣା ଭଗିନୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା। Faic an caibideilଓଡିଆ ବାଇବେଲ2 ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା। Faic an caibideilପବିତ୍ର ବାଇବଲ2 ଅମ୍ନୋନ ନିଜର ସାବତ ଭଉଣୀ ତାମରକୁ ଭଲପାଇ ବସିଲା ଓ ତା’ ପ୍ରେମରେ ତାକୁ ଜ୍ୱର ଆସିଗଲା। ତାମର ଅନୁଢ଼ା ଥିଲା। ଅମ୍ନୋନ ତାକୁ ବହୁତ ଗ୍ଭହୁଁଥିଲା, କିନ୍ତୁ ତା’ ସହିତ ଏକାକୀ ରହିବା ପାଇଁ ଅବକାଶ ପାଇଲା ନାହିଁ। Faic an caibideil |