2 ଶାମୁୟେଲ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର। Faic an caibideilପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର। Faic an caibideilଓଡିଆ ବାଇବେଲ3 ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର। Faic an caibideilପବିତ୍ର ବାଇବଲ3 ଅମ୍ନୋନର ଯୋନାଦବ୍ ନାମକ ଜଣେ ଚତୁର ବନ୍ଧୁ ଥିଲା, ଯିଏ କି ଶିମିୟର ପୁତ୍ର। ଶିମିୟ ଦାଉଦଙ୍କର ଭାଇ ଥିଲା। Faic an caibideil |
ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”