2 ଶାମୁୟେଲ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ଵମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଜଣ ରଖିଲା। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା। Faic an caibideilପବିତ୍ର ବାଇବଲ1 ଏହା ପରେ ଅବଶାଲୋମ ଗୋଟିଏ ରଥ ଓ ଅଶ୍ୱମାନ ପାଇଲା। ଆଉ ସେ ଯେତେବେଳେ ଘୋଡ଼ାଗାଡ଼ି ଆରୋହଣ କଲା, ପଗ୍ଭଶ୍ ଜଣ ଲୋକ ତା’ ସମ୍ମୁଖକୁ ଦୌଡ଼ି ଆସିଲେ। Faic an caibideil |