2 ଶାମୁୟେଲ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।” Faic an caibideilପବିତ୍ର ବାଇବଲ (Re-edited) - (BSI)4 ଏଥିରେ ରାଜା ସୀବଃକୁ କହିଲେ, ଦେଖ, ମଫୀବୋଶତର ସର୍ବସ୍ଵ ତୁମ୍ଭର ହେଲା। ତହୁଁ ସୀବଃ କହିଲା, ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ। Faic an caibideilଓଡିଆ ବାଇବେଲ4 ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୁ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।” Faic an caibideilପବିତ୍ର ବାଇବଲ4 ତା'ପରେ ରାଜା ସୀବଃକୁ କହିଲେ, “ସେହି କାରଣରୁ, ବର୍ତ୍ତମାନ ମୁଁ ତୁମ୍ଭକୁ ମଫୀବୋଶତର ସର୍ବସ୍ୱ ଦେଉଛି।” ସୀବଃ କହିଲା, “ମୁଁ ଆପଣଙ୍କୁ ପ୍ରଣାମ କରୁଅଛି ହେ ପ୍ରଭୁ ମହାରାଜ, ଆପଣଙ୍କୁ ଖୁସୀ କରିବା ପାଇଁ ମୁଁ ସର୍ବଦା ଆଶା କରୁଛି।” Faic an caibideil |