2 ଶାମୁୟେଲ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆହୁରି ଅହୀଥୋଫଲ ଅବଶାଲୋମକୁ କହିଲା, ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଏ। Faic an caibideilଓଡିଆ ବାଇବେଲ1 ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି। Faic an caibideilପବିତ୍ର ବାଇବଲ1 ଅହୀଥୋଫଲ ଅବଶାଲୋମକୁ କହିଲା, “ମୁଁ 12,000 ଲୋକ ବାଛିବି ଓ ଆଜି ରାତିରେ ଦାଉଦଙ୍କର ପଛେ ଯାଅ। Faic an caibideil |