2 ଶାମୁୟେଲ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି ସେ କ୍ଳା; ଓ ଶିଥିଳହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଏ; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି। Faic an caibideilଓଡିଆ ବାଇବେଲ2 ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି। Faic an caibideilପବିତ୍ର ବାଇବଲ2 ସେ କ୍ଳାନ୍ତ ଓ ଦୁର୍ବଳ ଥିବା ବେଳେ ମୁଁ ତାହାକୁ ଆକ୍ରମଣ କରି ଭୟ ଦେଖାଇବି, ତହିଁରେ ସମସ୍ତ ଲୋକମାନେ ପଳାୟନ କରିବେ। ମୁଁ କେବଳ ରାଜାଙ୍କୁ ହତ୍ୟା କରିବି। Faic an caibideil |