2 ଶାମୁୟେଲ 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଯେପରି ଜଣେ ସ୍ତ୍ରୀ ବିବାହ ପରେ ସ୍ୱାମୀଙ୍କ ନିକଟକୁ ଆସେ; ସେହିପରି ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିବି; ତହିଁରେ ସମସ୍ତ ଲୋକ ତୁମ୍ଭ ଅଧୀନରେ ଶାନ୍ତିରେ ରହିବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ କତିକି ଫେରାଇ ଆଣିବି; ଯାହାକୁ ତୁମ୍ଭେ ଖୋଜୁଅଛ, ସେହି ମନୁଷ୍ୟ ସମସ୍ତଙ୍କ ଫେରି ଆସିବା ତୁଲ୍ୟ; ତହିଁରେ ସମସ୍ତ ଲୋକ ଶାନ୍ତିରେ ରହିବେ। Faic an caibideilଓଡିଆ ବାଇବେଲ3 ଆଉ ଯେପରି ଜଣେ ସ୍ତ୍ରୀ ବିବାହ ପରେ ସ୍ୱାମୀଙ୍କ ନିକଟକୁ ଆସେ; ସେହିପରି ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିବି; ତହିଁରେ ସମସ୍ତ ଲୋକ ତୁମ ଅଧିନରେ ଶାନ୍ତିରେ ରହିବେ।” Faic an caibideilପବିତ୍ର ବାଇବଲ3 ତା'ପରେ ମୁଁ ସମସ୍ତ ଲୋକଙ୍କୁ ଫେରାଇ ଆଣିବି। ଯଦି ଦାଉଦ ମରିଯାଏ, ତେବେ ମୁଁ ସମସ୍ତ ଲୋକଙ୍କୁ ଶାନ୍ତିରେ ଫେରାଇ ଆଣିବି।” Faic an caibideil |