2 ଶାମୁୟେଲ 17:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯଦି ନ କରିବା, ତେବେ ତୁମ୍ଭେ କୁହ।” Faic an caibideilପବିତ୍ର ବାଇବଲ (Re-edited) - (BSI)6 ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା, ତେବେ ତୁମ୍ଭେ କୁହ। Faic an caibideilଓଡିଆ ବାଇବେଲ6 ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି ? ଯଦି ନ କରିବା, ତେବେ ତୁମ୍ଭେ କୁହ।” Faic an caibideilପବିତ୍ର ବାଇବଲ6 ତେଣୁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ ଅବଶାଲୋମ ତାଙ୍କୁ କହିଲା, “ଅହୀଥୋଫଲ ଏପରି କହୁଅଛି, ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା ତେବେ ତୁମ୍ଭେ କୁହ।” Faic an caibideil |