2 ଶାମୁୟେଲ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ହୂଶୟ ଆହୁରି କହିଲା, ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ। Faic an caibideilଓଡିଆ ବାଇବେଲ8 ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ। Faic an caibideilପବିତ୍ର ବାଇବଲ8 ହୂଶୟ ପୁଣି କହିଲା, “ଆପଣ ନିଜର ବାପାଙ୍କୁ ଓ ତାଙ୍କର ଲୋକମାନଙ୍କୁ ଜାଣନ୍ତି, ସେମାନେ ବୀର ଓ କ୍ଷେତ୍ରରେ ଛୁଆ ହରା ବନ୍ୟ ଭଲ୍ଲୁକପରି। ପୁଣି ଆପଣଙ୍କର ବାପା ଯୋଦ୍ଧା ଓ ସେ ରାତିସାରା ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ। Faic an caibideil |