2 ଶାମୁୟେଲ 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଇସ୍ରାଏଲ-ଲୋକମାନେ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ। Faic an caibideilଓଡିଆ ବାଇବେଲ7 ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ। Faic an caibideilପବିତ୍ର ବାଇବଲ7 ସେଠାରେ ଇସ୍ରାଏଲୀୟ ଲୋକମାନେ ଦାଉଦଙ୍କ ସୈନ୍ୟମାନଙ୍କ ଆଗରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ବହୁତ କ୍ଷତି ହେଲା ଏବଂ 20,000 ଲୋକ ସେଠାରେ ମୃତ୍ୟୁବରଣ କଲେ। Faic an caibideil |