2 ଶାମୁୟେଲ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ?’ Faic an caibideilପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଶ୍ଚାତ୍ପଦ ହେଉଅଛ? Faic an caibideilଓଡିଆ ବାଇବେଲ12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ ?’ Faic an caibideilପବିତ୍ର ବାଇବଲ12 ତୁମ୍ଭେମାନେ ମୋର ଭାଇ, ତୁମ୍ଭେ ହେଉଛ ମୋର ପରିବାରବର୍ଗ, ତେବେ ତୁମ୍ଭେମାନେ ରାଜାଙ୍କୁ ଫେରାଇ ଆଣିବାରେ କାହିଁକି ଅନ୍ତିମ ଗୋଷ୍ଠୀ ହେଉଛ?’ Faic an caibideil |