Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ଅବ୍ନର ଯୋୟାବକୁ କହିଲା, ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ। ତହୁଁ ଯୋୟାବ କହିଲା, ଉଠନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

14 ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

14 ଅ‌‌ବ୍‌‌ନର ଯୋୟାବକୁ କହିଲେ, “ଯୁବକ ସୈନ୍ୟମାନେ ଆମ୍ଭମାନଙ୍କ ସମ୍ମୁଖରେ ପ୍ରତିଯୋଗିତା କରନ୍ତୁ।” ଯୋୟାବ ଉତ୍ତର ଦେଲେ, “ହଁ ପ୍ରତିଯୋଗିତା ହେଉ।”

Faic an caibideil Dèan lethbhreac




2 ଶାମୁୟେଲ 2:14
10 Iomraidhean Croise  

ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।


ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।


ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।


ସେହି ସମୟରେ ଅମତ୍‍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍‍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”


କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର।


କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।


ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।


ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?


Lean sinn:

Sanasan


Sanasan