Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ସେ ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ କୃଷ୍ଣସାର ପରି ଦ୍ରୂତପଦ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ସରୁୟାର ତିନି ପୁତ୍ର ଥିଲେ। ସେମାନେ ହେଲେ, ଯୋୟାବ, ଅବୀଶୟ ଏବଂ ଅସାହେଲ୍। ଅସାହେଲ୍ ଥିଲେ ଜଣେ କ୍ଷିପ୍ର ଧାବକ। ସେ କୃଷ୍ଣସାର ମୃଗପରି କ୍ଷିପ୍ର ଗତିରେ ଦୌଡ଼ି ପାରନ୍ତି।

Faic an caibideil Dèan lethbhreac




2 ଶାମୁୟେଲ 2:18
19 Iomraidhean Croise  

ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।


ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।


ପୁଣି ଅସାହେଲ ଅବ୍‍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍‍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।


ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।


ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;


ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।


ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;


ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।


ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,


ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।


ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।


ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରିଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।


ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।


ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;


ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।


ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


Lean sinn:

Sanasan


Sanasan