2 ଶାମୁୟେଲ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।” Faic an caibideilପବିତ୍ର ବାଇବଲ (Re-edited) - (BSI)1 ସେସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ପାପାଧମ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ଚାଲ। Faic an caibideilଓଡିଆ ବାଇବେଲ1 ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।” Faic an caibideilପବିତ୍ର ବାଇବଲ1 ସେ ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ପାପଧମ ଲୋକ ସେଠାରେ ଥିଲା, ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଙ୍କଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ। ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ। ହେ ଇସ୍ରାଏଲ, ପ୍ରତ୍ୟେକ ନିଜ ନିଜ ତମ୍ବୁକୁ ଗ୍ଭଲ।” Faic an caibideil |
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ।” ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।