2 ଶାମୁୟେଲ 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?” Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କ ଅଧିକାରକୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି? Faic an caibideilଓଡିଆ ବାଇବେଲ3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?” Faic an caibideilପବିତ୍ର ବାଇବଲ3 ଦାଉଦ ଗିବିୟୋନୀୟମାନଙ୍କୁ କହିଲେ, “ମୁଁ ଇସ୍ରାଏଲର ପାପ ଦୂର କରିବା ପାଇଁ କ’ଣ କରି ପାରିବି, ଯାହା ଫଳରେ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଆଶୀର୍ବାଦ କରି ପାରିବ?” Faic an caibideil |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’