2 ଶାମୁୟେଲ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା। Faic an caibideilଓଡିଆ ବାଇବେଲ9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା। Faic an caibideilପବିତ୍ର ବାଇବଲ9 ପରମେଶ୍ୱରଙ୍କର ନାକରୁ ଧୂଆଁ ନିର୍ଗତ ହେଲା, ଜ୍ୱଳନ୍ତ ଅଗ୍ନିଶିଖା ତାଙ୍କର ମୁଖରୁ ବାହାରିଲା। ଜ୍ୱଳନ୍ତ ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହେବାକୁ ଲାଗିଲା। Faic an caibideil |